Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ଵାରା ଇଫ୍ରୟିମ୍ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।

Gade chapit la Kopi

ପବିତ୍ର ବାଇବଲ

5 କହାତର ଅବଶିଷ୍ଟ ବଂଶଧରମାନେ ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନବଂଶ ଏବଂ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ।

Gade chapit la Kopi




ଯିହୋଶୂୟ 21:5
10 Referans Kwoze  

ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍‍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।


ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।


ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।


ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।


ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;


Swiv nou:

Piblisite


Piblisite