Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।

Gade chapit la Kopi

ଓଡିଆ ବାଇବେଲ

8 ଏହିରୂପେ ଇସ୍ରାଏଲ ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।

Gade chapit la Kopi

ପବିତ୍ର ବାଇବଲ

8 ଏହିପରି ଇସ୍ରାଏଲ ସନ୍ତାନଗଣ ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି ଭାବରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳଭୂମି ଦେଲେ।

Gade chapit la Kopi




ଯିହୋଶୂୟ 21:8
11 Referans Kwoze  

ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।


ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।


ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।


ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।


ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।


ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।


ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;


ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।


ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍‍ ବଂଶ ଓ ଗାଦ୍‍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।


ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।


ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।


Swiv nou:

Piblisite


Piblisite