Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ଯିହୋଶୂୟ ରୁବେ‌ନ୍‌ର ଗା‌ଦ୍‌ର ଓ ମନଃଶିର ଅର୍ଦ୍ଧେକ ପରିବାରବର୍ଗମାନଙ୍କୁ ନେଇ ଏକ ସଭା ଡାକିଲେ।

Gade chapit la Kopi




ଯିହୋଶୂୟ 22:1
5 Referans Kwoze  

ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।”


ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,


ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”


Swiv nou:

Piblisite


Piblisite