Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ତଳୀ ଶୀଲୋରେ ଏକତ୍ରିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

12 ତହୁଁ ଇସ୍ରାଏଲ ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

12 ସମସ୍ତ ଇସ୍ରାଏଲ ପରିବାରବର୍ଗଗଣ ସେହି ତିନି ବଂଶ ଉପରେ ରାଗିଲେ। ଯୁଦ୍ଧ କରିବା ପାଇଁ ନିଷ୍ପତ୍ତି କଲେ। ସେମାନେ ଯୁଦ୍ଧକୁ ଯିବା ପାଇଁ ଶିଲୋଠାରେ ଏକତ୍ରିତ ହେଲେ।

Gade chapit la Kopi




ଯିହୋଶୂୟ 22:12
9 Referans Kwoze  

କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।


ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ଓ ଅଧିପତିମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।


Swiv nou:

Piblisite


Piblisite