Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ଇସ୍ରାଏଲ-ସନ୍ତାନମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସକୁ

Gade chapit la Kopi

ଓଡିଆ ବାଇବେଲ

13 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ

Gade chapit la Kopi

ପବିତ୍ର ବାଇବଲ

13 ଏଣୁ ଇସ୍ରାଏଲର ଲୋକମାନେ କିଛି ଲୋକଙ୍କୁ ରୁବେନ୍, ଗାଦ୍ ଏବଂ ମନଃଶି ବଂଶର ଲୋକମାନଙ୍କ ସହିତ କଥାବାର୍ତ୍ତା କରିବାକୁ ପଠାଇଲେ। ସେମାନଙ୍କର ନେତୃତ୍ୱ ପୀନହସ୍ ନେଇଗଲେ, ଯେ କି ଥିଲେ ଇଲିୟାସର ଯାଜକର ପୁତ୍ର।

Gade chapit la Kopi




ଯିହୋଶୂୟ 22:13
15 Referans Kwoze  

ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;


ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”


ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।


ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।


ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।


ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍‍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି?


ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;


ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।


ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍‍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।


ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।


ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍‍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।


ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।


Swiv nou:

Piblisite


Piblisite