Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ତଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରି ପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,

Gade chapit la Kopi

ଓଡିଆ ବାଇବେଲ

17 ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରି ପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,

Gade chapit la Kopi

ପବିତ୍ର ବାଇବଲ

17 ପିୟୋରରେ କ’ଣ ଘଟିଲା ତାହାକୁ ମନେ ପକାଅ? ଆମ୍ଭେମାନେ ସେହି ମହାପାପ ପାଇଁ ଏପର୍ଯ୍ୟନ୍ତ କଷ୍ଟ ଭୋଗୁଅଛୁ। ସଦାପ୍ରଭୁ ଇସ୍ରାଏଲର ବହୁ ବାସିନ୍ଦାକୁ ମହାମାରୀଦ୍ୱାରା ରୁ‌ଗ୍‌ଣ କଲେ। ଆମ୍ଭେମାନେ ମଧ୍ୟ ସେହି ମହାମାରୀ ଏପର୍ଯ୍ୟନ୍ତ ଭୋଗୁଅଛୁ।

Gade chapit la Kopi




ଯିହୋଶୂୟ 22:17
6 Referans Kwoze  

ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି।


ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।


Swiv nou:

Piblisite


Piblisite