ଯିହୋଶୂୟ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ତଳୀ ଉପରେ କ୍ରୋଧ କରିବେ। Gade chapit laଓଡିଆ ବାଇବେଲ18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ। Gade chapit laପବିତ୍ର ବାଇବଲ18 ବର୍ତ୍ତମାନ ତୁମ୍ଭେମାନେ ଠିକ୍ ସେହି ପାପ କରୁଛ! ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧାଚରଣ କଲ। ତୁମ୍ଭେମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲ। ତୁମ୍ଭେମାନେ ଏପରି ବ୍ୟବହାର କାହିଁକି ଦେଖାଉଛ? ଏଥିପାଇଁ ସଦାପ୍ରଭୁ ସମଗ୍ର ଇସ୍ରାଏଲ ସନ୍ତାନଗଣଙ୍କ ଉପରେ କ୍ରୋଧିତ ହେବେ। Gade chapit la |
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।