Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।

Gade chapit la Kopi

ଓଡିଆ ବାଇବେଲ

19 ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।

Gade chapit la Kopi

ପବିତ୍ର ବାଇବଲ

19 “‘ଯଦି ତୁମ୍ଭର ଅଧିକାର ଦେଶ ତୁମ୍ଭମାନଙ୍କ ପାଇଁ ଉପାସନା କରିବାକୁ ଅନିଛୁକ ହୁଏ, ତେବେ ତୁମ୍ଭେମାନେ ଆମ୍ଭ ନିକଟକୁ ପଳାଇ ଆସ। ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ ସଦାପ୍ରଭୁଙ୍କର ସେହି ଅଧିକାର ଦେଶକୁ ଆସେ। କିନ୍ତୁ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କର ନାହିଁ। କଦାପି ଅନ୍ୟ ଏକ ଯଜ୍ଞବେଦି ସ୍ଥାପନ କର ନାହିଁ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯେଉଁ ଯଜ୍ଞବେଦି ଅଛି ତା ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ ନ କର।

Gade chapit la Kopi




ଯିହୋଶୂୟ 22:19
12 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”


ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ।


ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।


ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।


Swiv nou:

Piblisite


Piblisite