ଯିହୋଶୂୟ 22:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହେତୁ ଆମ୍ଭେମାନେ କହିଲୁ, ‘ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ, Gade chapit laପବିତ୍ର ବାଇବଲ (Re-edited) - (BSI)26 ଏହେତୁ ଆମ୍ଭେମାନେ କହିଲୁ, ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ, Gade chapit laଓଡିଆ ବାଇବେଲ26 ଏହେତୁ ଆମ୍ଭେମାନେ କହିଲୁ, ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ, Gade chapit laପବିତ୍ର ବାଇବଲ26 “ତେଣୁ ଆମ୍ଭେମାନେ ନିଷ୍ପତ୍ତି ନେଲୁ ଏକ ଯଜ୍ଞବେଦି ନିର୍ମାଣ କରିବାକୁ। କିନ୍ତୁ ଆମ୍ଭେ ଏହାକୁ ହୋମବଳି ପାଇଁ ତିଆରି କରି ନାହୁଁ। Gade chapit la |
ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’