ଯିହୋଶୂୟ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ। Gade chapit laପବିତ୍ର ବାଇବଲ1 ଯିହୋଶୂୟ ଇସ୍ରାଏଲ ବଂଶଗଣକୁ ଶିଖିମଠାରେ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ସମସ୍ତ ପ୍ରାଚୀନବର୍ଗ, ସେମାନଙ୍କର ପ୍ରାଚୀନମାନଙ୍କୁ ସେମାନଙ୍କର ବିଗ୍ଭରକର୍ତ୍ତାଗଣଙ୍କୁ ଏବଂ ସମସ୍ତ ଅଧ୍ୟକ୍ଷମାନଙ୍କୁ ଡକାଇ ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ କରାଇଲେ। Gade chapit la |
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”