Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଆମ୍ଭେ ବିଲୀୟମର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ମୁଁ ସଦାପ୍ରଭୁ ବିଲିୟମର କଥାକୁ ଧ୍ୟାନ ଦେଲି ନାହିଁ। ସେ ତୁମ୍ଭକୁ ବହୁବାର ଆଶୀର୍ବାଦ କଲା। ଏବଂ ମୁଁ ତୁମ୍ଭକୁ ତା'ର ଶକ୍ତି କବଳରୁ ରକ୍ଷା କଲି।

Gade chapit la Kopi




ଯିହୋଶୂୟ 24:10
10 Referans Kwoze  

ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।


ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”


Swiv nou:

Piblisite


Piblisite