ଯିହୋଶୂୟ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ। Gade chapit laଓଡିଆ ବାଇବେଲ16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।” Gade chapit laପବିତ୍ର ବାଇବଲ16 ଏହା ପରେ ସେହି ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ କେବେ ସଦାପ୍ରଭୁଙ୍କ ଅନୁସରଣରୁ ବିଚ୍ୟୁତ ହେବୁ ନାହିଁ। ଆମ୍ଭେମାନେ କଦାପି ଅନ୍ୟ ଦେବତାମାନଙ୍କୁ ପୂଜା କରିବୁ ନାହିଁ। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”