Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ କହିଲେ, ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।

Gade chapit la Kopi

ଓଡିଆ ବାଇବେଲ

23 ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”

Gade chapit la Kopi

ପବିତ୍ର ବାଇବଲ

23 ଏହା ପରେ ଯିହୋଶୂୟ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଥିବା ଭଣ୍ତ ଦେବତାମାନଙ୍କୁ ଫୋପାଡ଼ି ଦିଅ ଏବଂ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କର।”

Gade chapit la Kopi




ଯିହୋଶୂୟ 24:23
16 Referans Kwoze  

ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।


ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;


ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।


ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।


ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।


ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।


ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।


ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।


Swiv nou:

Piblisite


Piblisite