Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।

Gade chapit la Kopi

ଓଡିଆ ବାଇବେଲ

24 ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।

Gade chapit la Kopi

ପବିତ୍ର ବାଇବଲ

24 ଏହା ପରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କରିବୁ। ଆମ୍ଭେ ସଦାପ୍ରଭୁଙ୍କର ବାକ୍ୟ ମାନି ଚଳିବୁ।”

Gade chapit la Kopi




ଯିହୋଶୂୟ 24:24
6 Referans Kwoze  

ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”


ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”


ତହିଁରେ ସମସ୍ତ ଲୋକ ଏକସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।


ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।”


ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।


Swiv nou:

Piblisite


Piblisite