ଯିହୋଶୂୟ 24:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)27 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ଵରଙ୍କୁ ଅସ୍ଵୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ। Gade chapit laଓଡିଆ ବାଇବେଲ27 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।” Gade chapit laପବିତ୍ର ବାଇବଲ27 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ। କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ କଥା କହିଥିଲେ, ପ୍ରତ୍ୟେକ କଥାକୁ ଏହା ଶୁଣି ଅଛି। ତେଣୁ ଏହା ସାକ୍ଷୀ ହୋଇ ଠିଆ ହେବ, ଯାହା ଫଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବିରୁଦ୍ଧରେ ଯାଅ ନାହିଁ।” Gade chapit la |
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”