ଯିହୋଶୂୟ 24:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ । Gade chapit laଓଡିଆ ବାଇବେଲ4 ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ। Gade chapit laପବିତ୍ର ବାଇବଲ4 ଏବଂ ଇସ୍ହାକକୁ ଦୁଇଟି ପୁତ୍ର ଦେଲି, ସେମାନେ ହେଲେ, ଯାକୁବ ଓ ଏଷୌ। ଏବଂ ଏଷୌକୁ ସେୟୀର ପର୍ବତ ଓ ତା'ର ପାର୍ଶ୍ୱବର୍ତ୍ତୀ ଭୂମି ଦେଲି। ଯାକୁବ ଏବଂ ତାଙ୍କର ସନ୍ତାନମାନେ ସେଠାରେ ବାସ କଲେ ନାହିଁ। ସେମାନେ ବାସ କରିବାକୁ ମିଶରକୁ ପଳାଇ ଗଲେ। Gade chapit la |