Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ଵୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।

Gade chapit la Kopi

ଓଡିଆ ବାଇବେଲ

14 ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।

Gade chapit la Kopi

ପବିତ୍ର ବାଇବଲ

14 ଯେତେବେଳେ ଲୋକମାନେ ଛାଉଣି ପକାଇଥିବା ସ୍ଥାନରୁ ଯର୍ଦ୍ଦନ ନଦୀ ପାର ହେବା ପାଇଁ ଯାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିୟମ-ସିନ୍ଦୁକ ବହି ନେଉଥିଲେ।

Gade chapit la Kopi




ଯିହୋଶୂୟ 3:14
10 Referans Kwoze  

ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,


ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।


ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।


ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”


ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।


ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।


“ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।


ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,


Swiv nou:

Piblisite


Piblisite