Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସାକ୍ଷ୍ୟସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।

Gade chapit la Kopi

ଓଡିଆ ବାଇବେଲ

16 ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।

Gade chapit la Kopi

ପବିତ୍ର ବାଇବଲ

16 “ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ଯର୍ଦ୍ଦନ ନଦୀ ମଧ୍ୟରୁ ବାହାରକୁ ଆସିବା ପାଇଁ।”

Gade chapit la Kopi




ଯିହୋଶୂୟ 4:16
5 Referans Kwoze  

ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,


ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।”


Swiv nou:

Piblisite


Piblisite