Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।

Gade chapit la Kopi

ଓଡିଆ ବାଇବେଲ

17 ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।

Gade chapit la Kopi

ପବିତ୍ର ବାଇବଲ

17 ତେଣୁ ଯିହୋଶୂୟ ନିର୍ଦ୍ଦେଶ ଦେଇ ଯାଜକମାନଙ୍କୁ, କହିଲେ, “ଯର୍ଦ୍ଦନ ନଦୀରୁ ବାହାରକୁ ଆସ।”

Gade chapit la Kopi




ଯିହୋଶୂୟ 4:17
6 Referans Kwoze  

ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।


ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”


“ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।”


ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କ ଭୂମିକୁ ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରିଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।


Swiv nou:

Piblisite


Piblisite