ଯିହୋଶୂୟ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’” Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନ; କାଳଯାଏ ସ୍ମରଣୀୟ ହେବ। Gade chapit laଓଡିଆ ବାଇବେଲ7 ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଅନନ୍ତ କାଳଯାଏ ସ୍ମରଣୀୟ ହେବ। Gade chapit laପବିତ୍ର ବାଇବଲ7 ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ଯର୍ଦ୍ଦନ ନଦୀର ଜଳ ଧାରକୁ ବନ୍ଦ କରିଥିଲେ। ସେହି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ଚୁକ୍ତିର ପବିତ୍ର ସିନ୍ଦୁକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶିଳା ଖଣ୍ତଗୁଡ଼ିକ ସବୁଦିନ ପାଇଁ ଇସ୍ରାଏଲବାସୀଙ୍କର କଥାକୁ ମନେପକାଉ ଥିବ।” Gade chapit la |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;