ଯିହୋଶୂୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ-ସନ୍ତାନଗଣକୁ ସୁନ୍ନତ କର।” Gade chapit laପବିତ୍ର ବାଇବଲ (Re-edited) - (BSI)2 ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ଵିତୀୟ ଥର ଇସ୍ରାଏଲ-ସନ୍ତାନଗଣକୁ ସୁନ୍ନତ କର। Gade chapit laଓଡିଆ ବାଇବେଲ2 ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ ସନ୍ତାନଗଣକୁ ସୁନ୍ନତ କର। Gade chapit laପବିତ୍ର ବାଇବଲ2 ସେହି ସମୟରେ, ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ତିଆରି କରି ଆଉ ଥରେ ଇସ୍ରାଏଲ ସନ୍ତାନଗଣକୁ ସୁନ୍ନତ କର।” Gade chapit la |