ଯିହୋଶୂୟ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ଵକ୍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ। Gade chapit laଓଡିଆ ବାଇବେଲ3 ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍-ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣର ସୁନ୍ନତ କରାଇଲେ। Gade chapit laପବିତ୍ର ବାଇବଲ3 ତେଣୁ ଯିହୋଶୂୟ ଛୁରୀମାନ ତିଆରି କରି ଗିବିୟୋତ ହର୍ଲୋତ୍ ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣଙ୍କର ସୁନ୍ନତ କରାଇଲେ। Gade chapit la |