Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଜୟଧ୍ଵନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ଵନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ଵନି କରିବ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।

Gade chapit la Kopi

ପବିତ୍ର ବାଇବଲ

10 ଯିହୋଶୂୟ ଲୋକମାନଙ୍କୁ ଆଦେଶ ଦେଲେ, “ଯୁଦ୍ଧ ଡାକରା ଦିଅ ନାହିଁ ମୁଁ ନ କହିବାଯାଏ ତୁମ୍ଭର ସ୍ୱର ଶୁଣିବାକୁ ଦିଅ ନାହିଁ। ତା'ପରେ ମୁଁ କହିଲେ, ତୁମ୍ଭେ ଯୁଦ୍ଧ ଡାକରା ଦେଇ ପାରିବ।”

Gade chapit la Kopi




ଯିହୋଶୂୟ 6:10
8 Referans Kwoze  

ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”


ସେ ବିବାଦ କରିବେ ନାହିଁ, କିମ୍ବା ଉଚ୍ଚସ୍ୱର କରିବେ ନାହିଁ, କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ।


ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ।


ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍‍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।


ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।


Swiv nou:

Piblisite


Piblisite