Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକି ଆସିଲେ, ଆଉ ଛାଉଣିରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

11 ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

11 ଏହିପରି ଭାବରେ ଯିହୋଶୂୟ ପବିତ୍ର ସିନ୍ଦୁକ ସହିତ ଯାଜକ ଓ ସୈନ୍ୟଗଣଙ୍କୁ ଥରେ ସହର ପରିକ୍ରମା କରାଇଲେ। ଏହା ପରେ ସେମାନେ ଛାଉଣିକୁ ଫେରି ଆସି ବିଶ୍ରାମ ନେଲେ।

Gade chapit la Kopi




ଯିହୋଶୂୟ 6:11
4 Referans Kwoze  

ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।


ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।”


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।


ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।


Swiv nou:

Piblisite


Piblisite