Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।

Gade chapit la Kopi

ପବିତ୍ର ବାଇବଲ

12 ପ୍ରଭାତରେ ଯିହୋଶୂୟ ବିଛଣା ତ୍ୟାଗ କଲେ ଓ ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ବାହାରିଲେ।

Gade chapit la Kopi




ଯିହୋଶୂୟ 6:12
11 Referans Kwoze  

ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।


ମୋଶା ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟମାନଙ୍କୁ ଆଜ୍ଞା ଦେଇ କହିଲେ,


ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍‌ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।


ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।


ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite