ଯିହୋଶୂୟ 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହାସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହା ସବୁ ସଦାପ୍ରଭୁଙ୍କ ଭଣ୍ତାରକୁ ଆସିବ। Gade chapit laଓଡିଆ ବାଇବେଲ19 ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହା ସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ। Gade chapit laପବିତ୍ର ବାଇବଲ19 ସମସ୍ତ ରୂପା, ସୁନା, ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ଓ କରେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ ଓ ଏହା ସଦାପ୍ରଭୁଙ୍କ ଭଣ୍ଡାରକୁ ଗ୍ଭଲିଯିବ।” Gade chapit la |