ଯିହୋଶୂୟ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଏରୂପେ ଲୋକମାନେ ଜୟଧ୍ଵନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ଵନି ଶୁଣି ମହାଜୟଧ୍ଵନିରେ ଜୟଧ୍ଵନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ। Gade chapit laଓଡିଆ ବାଇବେଲ20 ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହାଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ। Gade chapit laପବିତ୍ର ବାଇବଲ20 ଯାଜକମାନେ ମେଷ ତୂରୀ ବଜାଇଲେ, ଲୋକମାନେ ମେଷ ତୂରୀ ଶବ୍ଦ ଶୁଣି ପାଟି କରିବାକୁ ଲାଗିଲେ। ପ୍ରାଚୀରଟି ଭାଙ୍ଗିଗଲା, ଲୋକମାନେ ସିଧାସଳଖ ନଗର ମଧ୍ୟକୁ ଦୌଡ଼ିଲେ। ଇସ୍ରାଏଲର ଲୋକମାନେ ନଗରକୁ ଅକ୍ତିଆର କଲେ। Gade chapit la |