ଯିହୋଶୂୟ 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା। Gade chapit laପବିତ୍ର ବାଇବଲ (Re-edited) - (BSI)27 ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା। Gade chapit laଓଡିଆ ବାଇବେଲ27 ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା। Gade chapit laପବିତ୍ର ବାଇବଲ27 ଏହିପରି ଭାବରେ ସଦାପ୍ରଭୁ ଯିହୋଶୂୟଙ୍କ ସହିତ ରହିଲେ ଓ ଯିହୋଶୂୟଙ୍କର କୀର୍ତ୍ତି ଗ୍ଭରିଆଡ଼େ ବ୍ୟାପିଲା। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।