ଯିହୋଶୂୟ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ; Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶଦ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ ; Gade chapit laଓଡିଆ ବାଇବେଲ4 ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ; Gade chapit laପବିତ୍ର ବାଇବଲ4 ସାତୋଟି ମେଷ ତୂରୀ ସହିତ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ସମ୍ମୁଖକୁ ଯିବେ। ଆଉ ସପ୍ତମ ଦିନରେ ତୁମ୍ଭେମାନେ ସାତଥର ନଗର ପ୍ରଦକ୍ଷିଣ କରିବା ଉଚିତ୍ ଓ ଯାଜକମାନେ ମେଷର ତୂରୀ ବଜାଇବା ଉଚିତ୍। Gade chapit la |
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”