ଯିହୋଶୂୟ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି। Gade chapit laଓଡିଆ ବାଇବେଲ11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି। Gade chapit laପବିତ୍ର ବାଇବଲ11 ଇସ୍ରାଏଲୀୟ ଲୋକମାନେ ମୋ’ ବିରୁଦ୍ଧରେ ପାପ କରିଛନ୍ତି। ମୁଁ ସେମାନଙ୍କୁ ଯେଉଁ ନିୟମ ମାନିବାକୁ ଦେଇଥିଲି, ସେମାନେ ତାହାକୁ ଅମାନ୍ୟ କରିଛନ୍ତି। ସେମାନେ କିଛି ଜିନିଷ ଆଣିଛନ୍ତି, ଯାହାକୁ ମୁଁ ଧ୍ୱଂସ କରିବାକୁ କହିଥିଲି। ସେମାନେ ମୋ'ଠାରୁ ଏହା ଗ୍ଭେରି କରିଛନ୍ତି। ତା'ପରେ ସେମାନେ ଏହାକୁ ଅସ୍ୱୀକାର କଲେ। ଆଉ ସେଗୁଡ଼ିକୁ ନିଜର ସାମଗ୍ରୀ ସହିତ ରଖିଲେ। Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”