Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ସେ ଯିହୁଦା ଗୋଷ୍ଠୀକୁ ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍‍ଦି ନିର୍ଣ୍ଣୀତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ସେ ଯିହୁଦା ଗୋଷ୍ଠୀକି ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସଦ୍ଦି ନିର୍ଣ୍ଣୀତ ହେଲା।

Gade chapit la Kopi

ଓଡିଆ ବାଇବେଲ

17 ତହୁଁ ସେ ଯିହୁଦା ଗୋଷ୍ଠୀକି ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍‍ଦି ନିର୍ଣ୍ଣୀତ ହେଲା।

Gade chapit la Kopi

ପବିତ୍ର ବାଇବଲ

17 ତା'ପରେ ସେ ଯିହୁଦାର ପରିବାରର ପରିବାରବର୍ଗକୁ ଉପସ୍ଥିତ କଲେ। ସେରହ ଗୋଷ୍ଠୀ ପରମେଶ୍ୱରଙ୍କ ଦ୍ୱାରା ନିର୍ଦ୍ଧାରିତ ହେଲା। ତା'ପରେ ସେରହ ପରିବାରର ସମସ୍ତ ସଭ୍ୟ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେଲେ। ଜିମିରିର ପରିବାର ବଛାଗଲା।

Gade chapit la Kopi




ଯିହୋଶୂୟ 7:17
6 Referans Kwoze  

ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।


ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା।


ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।


ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।


Swiv nou:

Piblisite


Piblisite