Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍‍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍‍ ଉପତ୍ୟକାକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ତା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ଵୁ, ସର୍ବସ୍ଵ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍‍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍‍ ଉପତ୍ୟକାକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

24 ଏହା ପରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ପୁତ୍ର ଆଖ‌ନ୍‌କୁ ଓ ତା'ର ପୁତ୍ର ଓ କନ୍ୟାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ଢା ଓ ତମ୍ବୁ ସର୍ବସ୍ୱ ଯଥା: ରୂପା, ସୁନା ଓ ବସ୍ତ୍ରକୁ ଆଖୋର ଉପତ୍ୟକାକୁ ଆଣିଲେ।

Gade chapit la Kopi




ଯିହୋଶୂୟ 7:24
18 Referans Kwoze  

ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।


ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।


ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।


ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।


ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;


ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।


ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।


ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।


ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”


ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।


ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”


Swiv nou:

Piblisite


Piblisite