Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କଅଣ କରିବ?

Gade chapit la Kopi

ଓଡିଆ ବାଇବେଲ

9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ?

Gade chapit la Kopi

ପବିତ୍ର ବାଇବଲ

9 କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?”

Gade chapit la Kopi




ଯିହୋଶୂୟ 7:9
19 Referans Kwoze  

‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।


ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”


ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।


ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”


ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’


ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।


ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?


ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।


ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।


ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।


କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।


ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।


Swiv nou:

Piblisite


Piblisite