Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।

Gade chapit la Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ

10 ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ସୈନ୍ୟମାନଙ୍କୁ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ନେତାଗଣ ସୈନ୍ୟମାନଙ୍କୁ ଅୟ ଆଡ଼କୁ ଆଗେଇ ନେଲେ।

Gade chapit la Kopi




ଯିହୋଶୂୟ 8:10
7 Referans Kwoze  

ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।


ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍‌ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।


ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।


ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।


Swiv nou:

Piblisite


Piblisite