Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକି ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

13 ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

13 ଏହିପରି ଭାବରେ ଯିହୋଶୂୟ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ। ସେମାନଙ୍କର ମୂଖ୍ୟ ଛାଉଣି ନଗରର ଉତ୍ତର ପଟେ ରହିଲା। ଅନ୍ୟ ଦଳଟି ନଗରର ପଶ୍ଚିମ ପଟେ ରହିଲେ। ସେହି ରାତ୍ରିରେ ଯିହୋଶୂୟ ଉପତ୍ୟକା ମଧ୍ୟକୁ ଗଲେ।

Gade chapit la Kopi




ଯିହୋଶୂୟ 8:13
3 Referans Kwoze  

ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।


ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।”


ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ।


Swiv nou:

Piblisite


Piblisite