ଯିହୋଶୂୟ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର-ପଥ ଦେଇ ପଳାୟନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ। Gade chapit laଓଡିଆ ବାଇବେଲ15 ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ। Gade chapit laପବିତ୍ର ବାଇବଲ15 ଯିହୋଶୂୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସେମାନଙ୍କଠାରୁ ପରାସ୍ତ ହେଲାପରି ସେମାନଙ୍କ ଆଗରେ ମରୁଭୂମି ଆଡ଼କୁ ଦୌଡ଼ିଲେ। Gade chapit la |