Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ନଗରର ସମସ୍ତ ସୈନ୍ୟ ସେମାନଙ୍କ ପଛରେ ପାଟିକରି ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ତାଙ୍କ ପଛରେ ଦୌଡ଼ିଲେ। ଏହିପରି ଭାବରେ ସମସ୍ତ ଲୋକ ନଗର ପରିତ୍ୟାଗ କରିଥିଲେ।

Gade chapit la Kopi




ଯିହୋଶୂୟ 8:16
8 Referans Kwoze  

ତହୁଁ ବିନ୍ୟାମୀନ୍-ସନ୍ତାନଗଣ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନଗରଠାରୁ ଦୂରକୁ ଆକର୍ଷିତ ହେଲେ; ପୁଣି ପୂର୍ବ ସମୟ ପରି ଲୋକମାନଙ୍କୁ ଆଘାତ ଓ ବଧ କରିବାକୁ ଲାଗିଲେ; ଆଉ ବେଥେଲ୍‍ ଆଡ଼େ ଓ କ୍ଷେତ୍ର ଦେଇ ଗିବୀୟା ଆଡ଼େ ଯିବା ଦୁଇ ସଡ଼କରେ ସେମାନେ ଊଣାଧିକ ଇସ୍ରାଏଲୀୟ ତିରିଶ ଲୋକଙ୍କୁ ବଧ କଲେ।


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।


ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍‍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।


Swiv nou:

Piblisite


Piblisite