Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।

Gade chapit la Kopi

ଓଡିଆ ବାଇବେଲ

19 ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।

Gade chapit la Kopi

ପବିତ୍ର ବାଇବଲ

19 ଇସ୍ରାଏଲର ସୈନ୍ୟମାନେ ସେମାନଙ୍କର ଲୁଚିବା ସ୍ଥାନରୁ ସେ ବର୍ଚ୍ଛା ବିସ୍ତାର କରୁଥିବାର ଦେଖିଲେ। ସେମାନେ ନଗର ଆଡ଼କୁ ତରବର ହୋଇ ଦୌଡ଼ିଲେ। ସେମାନେ ଏହିପରି ନଗର ମଧ୍ୟକୁ ପ୍ରବେଶ କଲେ ଓ ନଗରକୁ ନିଜର ଆୟତାଧୀନ କଲେ। ଏହା ପରେ ସୈନ୍ୟମାନେ ଗ୍ଭରିଆଡ଼େ ଅଗ୍ନି ସଂଯୋଗ କଲେ।

Gade chapit la Kopi




ଯିହୋଶୂୟ 8:19
5 Referans Kwoze  

ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।


ଏଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।


ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।


ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।


ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍‍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।”


Swiv nou:

Piblisite


Piblisite