Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରିଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ବଧ କରି ସାରିଲା ଉତ୍ତାରେ ଓ ସେମାନେ ନିଃଶେଷିତ ହେବାଯାଏ ଖଡ଼୍‍ଗମୁଖରେ ପଡ଼ିଲା ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଖଡ଼୍‍ଗମୁଖରେ ଅୟକୁ ସଂହାର କଲେ।

Gade chapit la Kopi

ଓଡିଆ ବାଇବେଲ

24 ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।

Gade chapit la Kopi

ପବିତ୍ର ବାଇବଲ

24 ଯୁଦ୍ଧ ସମୟରେ ଇସ୍ରାଏଲର ସୈନିକମାନେ ଅୟ ସୈନ୍ୟମାନଙ୍କ ପଛରେ ଗୋଡ଼ାଇ କ୍ଷେତ ଓ ମରୁଭୂମି ଅଞ୍ଚଳକୁ ଆଣିଲେ। ସେମାନେ ସେହିଠାରେ ସେମାନଙ୍କୁ ହତ୍ୟା କଲେ। ଏହା ପରେ ଇସ୍ରାଏଲ ସୈନ୍ୟମାନେ ଅୟକୁ ଫେରି ଆସିଲେ ଏବଂ ଅୟ ସହରରେ ଜୀବିତ ଲୋକମାନଙ୍କୁ ଓ ସୈନ୍ୟମାନଙ୍କୁ ହତ୍ୟା କଲେ।

Gade chapit la Kopi




ଯିହୋଶୂୟ 8:24
6 Referans Kwoze  

ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।


ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।


ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।


ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।


Swiv nou:

Piblisite


Piblisite