Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟଦ୍ରବ୍ୟସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।

Gade chapit la Kopi

ଓଡିଆ ବାଇବେଲ

27 ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟ ସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ

27 ଇସ୍ରାଏଲର ଲୋକମାନେ ଅୟ ସହରରେ ସମସ୍ତ ପଶୁ ଓ ଦ୍ରବ୍ୟଗୁଡ଼ିକ ନିଜ ନିଜ ପାଇଁ ନେଲେ। ସେମାନେ ଏପରି କଲେ, କାରଣ ସଦାପ୍ରଭୁ ଏପରି କରିବାକୁ ଯିହୋଶୂୟଙ୍କୁ ଆଜ୍ଞା କରିଥିଲେ।

Gade chapit la Kopi




ଯିହୋଶୂୟ 8:27
8 Referans Kwoze  

ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍‍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।”


ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’


କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।


ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।


“ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।


ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,


ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।


ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।


Swiv nou:

Piblisite


Piblisite