Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ଵାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।

Gade chapit la Kopi

ଓଡିଆ ବାଇବେଲ

29 ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।

Gade chapit la Kopi

ପବିତ୍ର ବାଇବଲ

29 ଯିହୋଶୂୟ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ଗଛରେ ଝୁଲେଇ ରଖିଲେ। ସୂର୍ଯ୍ୟାସ୍ତ ପରେ ଯିହୋଶୂୟଙ୍କ ଆଜ୍ଞାନୁସାରେ ଲୋକମାନେ ସେ ଶବକୁ ଗଛରୁ ଆଣିଲେ। ସେମାନେ ସେହି ଶବକୁ ନଗରର ପ୍ରବେଶ ଫାଟକ ସମ୍ମୁଖରେ ଫୋପାଡ଼ି ଦେଲେ ଏବଂ ତା’ ଉପରେ ପଥର ଗଦା କଲେ। ତାହା ସେଠାରେ ଆଜି ପର୍ଯ୍ୟନ୍ତ ମଧ୍ୟ ଅଛି।

Gade chapit la Kopi




ଯିହୋଶୂୟ 8:29
14 Referans Kwoze  

ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।


ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।


ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ସେସମୟରେ ଗେଷରର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।


ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।


ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।


ଯିରୀହୋର ରାଜା, ଏକ; ବେଥେଲ୍‍ର ନିକଟସ୍ଥ ଅୟର ରାଜା


ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।


Swiv nou:

Piblisite


Piblisite