ଯିହୋଶୂୟ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Gade chapit laଓଡିଆ ବାଇବେଲ4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Gade chapit laପବିତ୍ର ବାଇବଲ4 ଯିହୋଶୂୟ ସେମାନଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ତୁମ୍ଭେମାନେ ମୋର କଥାକୁ ଭଲ ଭାବରେ ଶୁଣ। ତୁମ୍ଭେମାନେ ନଗର ବାହାରେ ଲୁଚି ରହିବ। ଆକ୍ରମଣ କରିବା ସମୟ ପର୍ଯ୍ୟନ୍ତ ଅପେକ୍ଷା କରିବ। ସହରଠାରୁ ଦୂରକୁ ଯିବ ନାହିଁ। ସର୍ବଦା ପ୍ରସ୍ତୁତ ଥିବ ଓ ନଜର ରଖିଥିବ। Gade chapit la |
ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରିଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”