Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେମାନେ ତୁମ୍ଭମାନଙ୍କର ଲୁଚି ରହିଥିବା ସ୍ଥାନରୁ ବାହାରି ନଗରକୁ ନିଜ ନିୟନ୍ତ୍ରଣ ମଧ୍ୟକୁ ନେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ନଗରକୁ ତୁମ୍ଭମାନଙ୍କୁ ଅକ୍ତିଆର କରିବାକୁ ଦେବେ।

Gade chapit la Kopi




ଯିହୋଶୂୟ 8:7
6 Referans Kwoze  

ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।


ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ;


ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।”


ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


Swiv nou:

Piblisite


Piblisite