ଯିହୋଶୂୟ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ; Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ୍ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୁଷୀୟ ରାଜଗଣୟ ଏହି କଥା ଶୁଣିଲେ; Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ; Gade chapit laପବିତ୍ର ବାଇବଲ1 ଯର୍ଦ୍ଦନ ପଶ୍ଚିମ ପାରିସ୍ଥ ସମୁଦାୟ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ୟସାଗରର ଉପକୂଳ ବର୍ତ୍ତୀ ଲିବାନୋନ୍ର ଦୂର ଅଞ୍ଚଳରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ରାଜଗଣ ବିଷୟରେ ଏହି କଥା ଶୁଣିଲେ। Gade chapit la |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”