Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ତଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।

Gade chapit la Kopi

ପବିତ୍ର ବାଇବଲ

15 ଯିହୋଶୂୟ ଶାନ୍ତିଚୁକ୍ତି ପାଇଁ ରାଜି ହୋଇଗଲେ। ସେ ସେମାନଙ୍କୁ ଜୀବିତ ରଖିବାକୁ ରାଜି ହେଲେ। ତେଣୁ ଇସ୍ରାଏଲର ନେତୃବର୍ଗ ସେମାନଙ୍କ ନିକଟରେ ଶପଥ କଲେ।

Gade chapit la Kopi




ଯିହୋଶୂୟ 9:15
10 Referans Kwoze  

ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)


ଗିବୀୟୋନ୍‍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।


ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।


ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।


ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍‍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।


“ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”


Swiv nou:

Piblisite


Piblisite