Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ଅଧିପତିଗଣ ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।

Gade chapit la Kopi

ଓଡିଆ ବାଇବେଲ

19 ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକି କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ଅଧିପତିଗଣ କହିଲେ, “ଆମ୍ଭେମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଗରେ ଶପଥ କରିଅଛୁ। ତେଣୁ ଏବେ ସେମାନଙ୍କର କ୍ଷତି କରି ପାରିବୁ ନାହିଁ।

Gade chapit la Kopi




ଯିହୋଶୂୟ 9:19
5 Referans Kwoze  

ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।


ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”


ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।


ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।


ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।


Swiv nou:

Piblisite


Piblisite