Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।

Gade chapit la Kopi

ଓଡିଆ ବାଇବେଲ

20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।

Gade chapit la Kopi

ପବିତ୍ର ବାଇବଲ

20 ଆମ୍ଭେମାନେ ଏହି ଲୋକମାନଙ୍କ ପ୍ରତି ଏହା କରିବା, ଆମ୍ଭେ ସେମାନଙ୍କୁ ଜୀବିତ ରଖିବା, ଆମ୍ଭେମାନେ ଏହି ଲୋକମାନଙ୍କ ସହିତ ଚୁକ୍ତି କରିଅଛୁ ଏବଂ ଯଦି ଆମ୍ଭେ ଏହାକୁ ଭଙ୍ଗ କରୁ, ସଦାପ୍ରଭୁ ଆମ୍ଭମାନଙ୍କ ଉପରେ ରାଗିବେ।

Gade chapit la Kopi




ଯିହୋଶୂୟ 9:20
10 Referans Kwoze  

“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।


ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;


ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି।


ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।


ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”


ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।


Swiv nou:

Piblisite


Piblisite