ଯିହୋଶୂୟ 9:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ଵରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ। Gade chapit laଓଡିଆ ବାଇବେଲ23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ। Gade chapit laପବିତ୍ର ବାଇବଲ23 ଏଥିନିମନ୍ତେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ। ତୁମ୍ଭେମାନେ ମୋର ପରମେଶ୍ୱରଙ୍କ ଗୃହର କାଠ କଟାଳୀ ଓ ଜଳ କଢ଼ାଳୀ ହୋଇ ସବୁଦିନ ପାଇଁ ରହିବ।” Gade chapit la |