ବିଳାପ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ଵାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି। Gade chapit laଓଡିଆ ବାଇବେଲ14 ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋ’ ସ୍କନ୍ଧ ଉପରକୁ ଆସିଅଛି; ସେ ମୋ’ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି। Gade chapit laପବିତ୍ର ବାଇବଲ14 “ମୋର ପାପରୂପ ଯୁଆଳି ସଦାପ୍ରଭୁଙ୍କ ହସ୍ତରେ ବନ୍ଧା ଯାଇଅଛି। ସଦାପ୍ରଭୁଙ୍କ ସେହି ଯୁଆଳି ମୋ’ ସ୍କନ୍ଧ ଉପରକୁ ଆସିଅଛି, ସେ ମୋତେ ସମ୍ପୂର୍ଣ୍ଣ ଦୁର୍ବଳ କରିଦେଇଛନ୍ତି। ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ପାରିବି ନାହିଁ, ସେମାନଙ୍କ ହସ୍ତରେ ସଦାପ୍ରଭୁ ମୋତେ ସମର୍ପଣ କରିଛନ୍ତି। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।