ବିଳାପ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ଵାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Gade chapit laଓଡିଆ ବାଇବେଲ19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Gade chapit laପବିତ୍ର ବାଇବଲ19 ମୁଁ ମୋର ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋ’ ପ୍ରତି ପ୍ରବଞ୍ଚନା କଲେ। ମୋର ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ। ସେମାନେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ। Gade chapit la |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।